ରାଜ୍ୟସଭା ଅଧ୍ୟକ୍ଷ ତଥା ଉପ ରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ବିରୋଧରେ ଆସିବ ଅନାସ୍ଥା ପ୍ରସ୍ତାବ। ତାଙ୍କୁ ଅଧ୍ୟକ୍ଷ ପଦରୁ ହଟାଇବା ପାଇଁ କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳଗୁଡ଼ିକ ଗୋଟିଏ ପ୍ରସ୍ତାବ ରାଜ୍ୟସଭାରେ ଆଗତ କରିବେ। ସମ୍ବିଧାନର ଧାରା ୬୭(ବି) ଅଧୀନରେ ବିରୋଧୀ ମେଣ୍ଟ ଇଣ୍ଡିଆ ପକ୍ଷରୁ ଏପରି ଅନାସ୍ଥା ପ୍ରସ୍ତାବ ଉପସ୍ଥାପନ କରାଯିବ ବୋଲି ଜଣାପଡ଼ିଛି |

Leave a Reply

Your email address will not be published. Required fields are marked *

Related Posts