WTC ଫାଇନାଲ ଠାରୁ ଗୋଟିଏ ବିଜୟ ଦୂରରେ ଦକ୍ଷିଣ ଆଫ୍ରିକା, ବଢ଼ିଲା ଭାରତର ସମସ୍ୟା
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ଖେଳିବାକୁ ଦକ୍ଷିଣ ଆଫ୍ରିକାକୁ ମିଳିଛି ବଡ଼ ବୁଷ୍ଟର। ଆଜି ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଦିନିକିଆକୁ ଦଳ ୧୦୯ ରନରେ ଜିତି ନେଇଛି। ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜକୁ ୨-୦ରେ ମୂଳପୋଛ କରିବା ପରେ ଦକ୍ଷିଣ ଆଫ୍ରିକା ଏବେ WTC ପଏଣ୍ଟ ଟେବୁଲର ୧ନଂ ସ୍ଥାନରେ ପହଞ୍ଚି ଯାଇଛି। ଅଷ୍ଟ୍ରେଲିଆ ଦ୍ୱିତୀୟକୁ ଖସି ଥିବା ବେଳେ ଭାରତ ପୂର୍ବଭଳି ତୃତୀୟ ସ୍ଥାନରେ ରହିଛି
ଲାଂଚ ନେଇ ଧରାପଡ଼ିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷାଙ୍କ ଭଉଣୀ: ୧୫ ଲକ୍ଷ ନଗଦ ଜବତ, ହେବେ ଗିରଫ
ଭିଜିଲାନ୍ସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଭୁବନେଶ୍ୱରର ଖଣ୍ଡଗିରି ସବରେଜିଷ୍ଟ୍ରାର କାର୍ଯ୍ୟାଳୟରେ ସବ୍ ପ୍ଲଟ୍ ରେଜିଷ୍ଟ୍ରେସନ୍ କରାଇବା ଦେବା ପାଇଁ ୨୦ହଜାର ଟଙ୍କା ଲାଂଚ ମାଗି ଆଜି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ କିରାଣୀ ଭାବେ କାର୍ଯ୍ୟରତ ଦେବଯାନୀ କର । ଭିଜିଲାନ୍ସ ଆଜି ତାଙ୍କଠୁ ୨୦ହଜାର ଲାଂଚ ଟଙ୍କା ଜବତ କରିବା ତାଙ୍କ କାର୍ଯ୍ୟାଳୟରୁ ୧୫ଲକ୍ଷ ୮ହଜାର ୫୫୦ଟଙ୍କା ମଧ୍ୟ ନିଜ କବଜାକୁ ନେଇଛି। ଭିଜିଲାନ୍ସ ଆଜି ତାଙ୍କୁ
ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ
ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ। ଭଦ୍ରକ ସମେତ ସମସ୍ତ ୩୦ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବା ନେଇ ଗୃହରେ ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେହିଭଳି ମେଡିକାଲ ରିକ୍ରୁଟମେଣ୍ଟ ପ୍ରକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନରେ ୨ଟି ସଂଶୋଧନ କରାଯାଇଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ। ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି ଯେ ରାଜ୍ୟରେ ସବୁ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବା ଆମ ସଂକଳ୍ପ ପତ୍ରରେ ଥିଲା। ଲୋକଙ୍କୁ
ଡ୍ରେନ୍ କାମବେଳେ ଭୁଶୁଡ଼ିଲା କାନ୍ଥ, ଶ୍ରମିକ ମୃତ
କଟକରେ ଡ୍ରେନ୍ କାମବେଳେ ଅଘଟଣ। ଜଣେ ଶ୍ରମିକ ମୃତ, ଜଣେ ଗୁରୁତର। ବିଡ଼ାନାସୀ ଛକରେ ସିଏମସିର ଡ୍ରେନ୍ କାମବେଳେ ଘଟିଛି ଏହି ଅଘଟଣ। ଡ୍ରେନ୍ କାମବେଳେ ପାଖରେ ଥିବା କାନ୍ଥ ଭୁଶୁଡ଼ି ଯିବାରୁ ଚାପି ହୋଇଯାଇଥିଲେ ଏହି ଦୁଇ ଶ୍ରମିକ। ତେବେ ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ମୃତଦେହ ଉଦ୍ଧାର କରାଯାଇଛି। ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ସେଠାରେ ୫