ବିବେକାନନ୍ଦ ଶିକ୍ଷା କେନ୍ଦ୍ର ର ତୃତୀୟ ବାର୍ଷିକ ଉତ୍ସବ ୨୦୨୫ ଅନୁଷ୍ଠିତ II NEWS88 ODISHA
ଶିକ୍ଷା
1 min read
15

ବିବେକାନନ୍ଦ ଶିକ୍ଷା କେନ୍ଦ୍ର ର ତୃତୀୟ ବାର୍ଷିକ ଉତ୍ସବ ୨୦୨୫ ଅନୁଷ୍ଠିତ II NEWS88 ODISHA

2 months ago
0

ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଳକ ଅନ୍ତର୍ଗତ ସାନକୃଷ୍ଣପୁର ପଞ୍ଚାୟତ ଚାନ୍ଦିମାଳ ବିବେକାନନ୍ଦ ଶିକ୍ଷା କେନ୍ଦ୍ରର ଦ୍ବିତୀୟ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟ ପରିସରରେ ଏକ ସାଧାରଣ ସଭାର ଆୟୋଜନ କରାଯାଇଥିଲା। ଅତିଥି ପରିଚୟ ପ୍ରଦାନ କରିଥିଲେ ବୃନ୍ଦାବନ ନାୟକ ଏବଂ ବିଦ୍ୟାଳୟ ର ପ୍ରଧାନ ଆଚାର୍ଯ୍ୟ ରୋହିତ କୁମାର ନାୟକ ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ। ଉକ୍ତ ସଭାରେ ସଭାପତିତ୍ବ କରିଥିଲେ ପାରା ପୋଖରୀ

Continue Reading